• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Capricorn

ମକର

Thursday 06 Jun 2024

ଉ,ଷାଢା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆନନ୍ଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ।

ଶ୍ରବଣା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତ୍ତନ କରିପାରନ୍ତି।

ଧନିଷ୍ଠା- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ଅଛି । ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :