ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୪.୧୭ ଗତେ ପୂର୍ଣ୍ଣିମା ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି
କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।
ମୃଗଶିରା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬