ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୪.୧୭ ଗତେ ପୂର୍ଣ୍ଣିମା ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି
ଉ- ଫାଲ୍ଗୁନୀ- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ହସ୍ତା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ
ଚିତ୍ରା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାର୍ୟ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାର୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫