ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
କୃତିକା-ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ। ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ। ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ।ରୋହିଣୀ- ରାଜନୀତିରେ ବିରେଧୀ ଦଳ ବଢିବ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଭଲ ରହିବ। ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ।
ପ୍ରତିକାର- ଶ୍ରୀ ଗୌରି ଗଣେଶଙ୍କୁ ପୂଜା କରିଲେ ଆପଣଙ୍କର କାମ ସଫଳ ହେବ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬