ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ଧନିଷ୍ଠା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ। ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।ଶତଭିଷା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ। ଶିକ୍ଷାତ୍ରୀମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ପୂ,ଭାଦ୍ରପଦ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ। ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮