ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ମୃଗଶିରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ। ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି। ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ। ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ। ଆଦ୍ରା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ। ଅର୍ଥ ସମ୍ମାନର ଅଭାବ ରହିବ ନାହିଁ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ। ପୁନର୍ବସୁ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ। କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ। ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫