ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ପୁନର୍ବସୁ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ। ଆପଣ ନିଜ କଥାରେ ଅନ୍ୟମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ। ପୁଷ୍ୟା- କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ। ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ। ଶତ୍ରୁମାନେ ମିତ୍ରପରି ବ୍ୟବହାର କରିବେ। ଭାଷଣ ବାଜିରେ କ୍ରୋଧକୁ ଆୟତ କରିବା ଉଚିତ୍।ଅଶ୍ଲେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨