ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ। ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ। ପୂ,ଫାଲଗୁନି- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ। ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ। ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ। ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୧