• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।

Virgo

କନ୍ୟା

Thursday 06 Mar 2025

ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କର୍ଯ୍ୟ ହାସଲ କରିନେବେ। ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ।ହସ୍ତା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ। ଚିତ୍ରା- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ। ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :