ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ସ୍ୱାତୀ- ସନ୍ତାନମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ। ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ବିଶାଖା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ। ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି।
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬