• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।

Scorpio

ବିଛା

Thursday 06 Mar 2025

ବିଶାଖା- ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ। ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞ୍ଜୟ ହେବ। ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ। ଅନୁରାଧା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ। ଜ୍ୟେଷ୍ଠା- ଆକସ୍ମିକ ଧନ ଲାଭ ହୋଇପାରେ। କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି। ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :