• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।

Sagittarius

ଧନୁ

Thursday 06 Mar 2025

ମୂଳା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ। ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ। ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡ଼ିପାରନ୍ତି । ପୂ,ଷାଢା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ। ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ। ଉ,ଷାଢା- ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ। କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ। ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :