ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ଉ,ଷାଢା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ । ଶ୍ରବଣା- ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ। ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ। ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି।
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮