Daily Horoscope 6th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।

Aries

ମେଷ

Thursday 06 Mar 2025

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଦ୍ୱିଜା- ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ। ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ। କୃତିକା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ। ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ। ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି। ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :