• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମିଜମା କିଣିବାର ସୁଯୋଗ ରହିଛି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର । ଚନ୍ଦ୍ର – ତୁଳା ଦିବା ୦୩.୨୧ ଗତେ ବିଛା,ତିଥି – ପ୍ରତିପଦ ରାତ୍ରି ୦୯.୫୨ ଗତେ ୨ୟା । ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୯.୧୨ ଗତେ ୧ ପାଦ

Aries

ମେଷ

Saturday 06 May 2023

ଅଶ୍ୱନୀ – ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।

ଦ୍ୱିଜା – ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

କୃତିକା – ଆୟନ , ଅଦାଲତରେ ଜଡିତ ରହିବେ । କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :