Advertisment

Daily Horoscope 6th May 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆଜିର ରାଶିଫଳ...

author-image
Sujit kumar Swain
Daily Horoscope 6th May 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆଜିର ରାଶିଫଳ...
ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୯ମୀ ଦିବା ୦୮.୩୮ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ–୧ପାଦ-କୃଷି ହାନି-ଭୂମିଦାନ ।