• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Monday 06 Nov 2023

ଧନିଷ୍ଠା- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

ଶତଭିଷା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ ।

ପୂ,ଭାଦ୍ରପଦ- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର- ମା’ ଶାରଳାଙ୍କ ଆରାଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :