• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Monday 06 Nov 2023

ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ସଯ୍ୟାସାୟୀ ହୋଇପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।

ଉ,ଭାଦ୍ରପଦ- ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ଥୀ ପଢାରେ ତ୍ରୁଟି କରିପାରନ୍ତି ।

ରେବତୀ- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖା ଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :