• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Monday 06 Nov 2023

ପୁନର୍ବସୁ- ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିଯୋଗିତାରେ ସଫଳତା ପାଇପାରନ୍ତି । ବ୍ୟବସାୟରେ ଆତ୍ମୀୟମାନଙ୍କ ଅଭାବ ରହିବ ନାହିଁ ।

ପୁଷ୍ୟା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ । କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ ।

ଅଶ୍ଲେଷା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନୀତ ହୋଇପାରନ୍ତି । ମହିଳାମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି ।

ପ୍ରତିକାର- ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :