• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Monday 06 Nov 2023

ମଘା-ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି । ଶରୀର ପାଇଁ ଚିନ୍ତା ଆଦୌ ରହିବ ନାହିଁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ ।

ପୂ,ଫାଲଗୁନି- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଶଂସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଟିବେ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ଉ,ଫାଲଗୁନି- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୌତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ପ୍ରତିକାର- ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :