• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Monday 06 Nov 2023

ଉ,ଫଲଗୁନି- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।

ହସ୍ତା- ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ଚିତ୍ରା-ବହୁତ ଦିନରୁ ଲାଗିଥିବା ବିବାଦରୁ ମୁକ୍ତି ମିଳିବ । ଅଯଥା ଭ୍ରମଣ ଫଳରେ ଦେହ ଅସୁସ୍ଥ ହୋଇପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :