• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Monday 06 Nov 2023

ବିଶାଖା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ ।

ଅନୁରାଧା- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ଜ୍ୟେଷ୍ଠା- ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଭୂ-ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ।

ପ୍ରତିକାର – ବଗଳା ମୁଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :