• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Monday 06 Nov 2023

ମୂଳା- ବ୍ୟବସାୟରେ ଅଗ୍ରଗତି ଘଟିବ । କୈାଣସି ଜିନିଷ ଦ୍ୱାରା ଆଘାତ ପାଇପାରନ୍ତି । ପାରିବାରିରେ ସମସ୍ତେ ଶାନ୍ତିରେ ସମୟ କାଟିବ

ପୂ,ଷାଢା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳାମାନେ ସବୁ କାର୍ଯ୍ୟକୁ ସମ୍ଭାଳି ନେବେ ।

ଉ,ଷାଢା- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।

ପ୍ରତିକାର- ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :