• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୧.୨୨ ଗତେ ସିଂହ । ତିଥି- ୯ମୀ ନିଶାନ୍ତ ୦୫.୫୧ ଗତେ ୧୦ମୀ । ଘାତ ଚନ୍ଦ୍ର- ଦିବା ୦୧.୨୨ ଗତେ କର୍କଟ ଓ ମକର ରାଶିର ଘାତ ବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Monday 06 Nov 2023

ଉ,ଷାଢା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।

ଶ୍ରବଣା- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ରାଜନୀତିରେ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ଧନିଷ୍ଠା- ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତ୍ତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର- କାଳୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :