ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଦିବା ୦୯.୪୪ ଗତେ ଧନୁ,ତିଥି-୪ର୍ଥୀ ରାତ୍ରି ୧୨.୧୭ ଗତେ ୫ମୀ ,ଘାତଚନ୍ଦ୍ର- ଦିବା ୦୯.୪୪ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୧-ପାଦ-କୃଷିହାନି-ଭୂମିଦା
କୃତିକା- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।
ରୋହିଣୀ- ଛାତ୍ରଛାତ୍ରୀ ମାନେ ଖେଳ,କୁଦ ରେ ରୁଚି ବଢାଇବେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ କାର୍ୟ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬