Advertisment

Daily Horoscope 6th November 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

author-image
Pallipuspa Samal
Daily Horoscope 6th November 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ
ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଦିବା ୦୯.୪୪ ଗତେ ଧନୁ,ତିଥି-୪ର୍ଥୀ ରାତ୍ରି ୧୨.୧୭ ଗତେ ୫ମୀ ,ଘାତଚନ୍ଦ୍ର- ଦିବା ୦୯.୪୪ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୧-ପାଦ-କୃଷିହାନି-ଭୂମିଦା