• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Oct 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ସ୍ଥାନାନ୍ତର ହୋଇପାରନ୍ତି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର ଚନ୍ଦ୍ର – ମକର ରାଶିର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ – ଦିବା ୦୯/୪୧ ଗତେ ୧ ପାଦ , ପଶୁନାଶ- ଅନ୍ନଦାନ ।

Pisces

ମୀନ

Thursday 06 Oct 2022

ପୂ , ଭାଦ୍ରପଦ - ବ୍ୟବସାୟରେ ଲାଭବାନ୍ ହେବେ

ଉ , ଭଦ୍ରପଦ - ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ

ରେବତୀ – ମହିଳା ମାନେ ବନ୍ଧୁପରିଜନଙ୍କର ପ୍ରିୟ ଭାଜନ ହେବେ

ପ୍ରତିକାର –ଅଶ୍ୱସ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :