• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Friday 06 Oct 2023

ଅଶ୍ୱନୀ- କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ବ୍ୟବସାୟରେ ଲାଭ ମିଳିପାରେ ।         
ଦ୍ୱିଜା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ମନ ବଳାଇବେ । ଅଫିସ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।  ବିଦ୍ୟାର୍ଥୀଙ୍କୁ କମ୍‌ ପରିଶ୍ରମରେ ଅଧିକ ସଫଳତା ମିଳିପାରେ । 
କୃତିକା- ଆଜି କିଛି ଦାନ ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମୀଳିବ । ସୁସ୍ୱାଦୁ ଭୋଜନ କରିବେ । ଆର୍ଥିକ ଅବସ୍ଥା ଭଲ ରହିବ । ସତର୍କତା ସହିତ ସବୁ କାମ କରନ୍ତୁ ।     

ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :