• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Taurus

ବୃଷ

Friday 06 Oct 2023

କୃତିକା-ପାରିବାରିକ ଜୀବନରେ ଶୁଖ ଓ ଶାନ୍ତି ରହିବ । ବ୍ୟବସାୟୀମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ ।  ବାକି ଦେଇଥିବା ଟଙ୍କା ଫେରିପାଇବେ ।         
ରୋହିଣୀ- ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ଛାତ୍ରଛାତ୍ରୀମାନେ ପାଠକୁ ନେଇ ଚିନ୍ତାରେ ରହିବେ । ଛୋଟଛୋଟ କଥାକୁ ନେଇ କର୍ମକ୍ଷେତ୍ରରେ ବିବାଦ ଦେଖିବାକୁ ମିଳିବ ।     
ମୃଗଶିରା- ସମାଜ ସେବା କରୁଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇବେ । କିଛି ନୂଆ ଯୋଜନା କରିପାରନ୍ତି । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
 

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :