• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Friday 06 Oct 2023

ପୂ, ଭାଦ୍ରପଦ- ନୂତନ ବ୍ୟବସାୟ  ଆରମ୍ଭ କରିବା ପାଇଁ ଭାବିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ପ୍ରେମୀ ଯୁଗଳଙ୍କ ପାଇଁ ଭଲଦିନ ଟିଏ । 
ଉ, ଭାଦ୍ରପଦ- ସରକାରୀ କାମ  ପୂରା କରିବାରେ ସମୟ ଲାଗିପାରେ । ବଡ କମ୍ପାନୀରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ ଅଛି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । 
ରେବତୀ- ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ନୂତନ ବନ୍ଧୁ ସୃଷ୍ଟି ହେବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚିଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :