• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Gemini

ମିଥୁନ

Friday 06 Oct 2023

ମୃଗଶିରା- ସାଧାରଣ କଥାକୁ ନେଇ ପରିବାର ମଧ୍ୟରେ ମତାନ୍ତର ଦେଖାଦେଇପାରେ । ପତିପତ୍ନୀ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ ।  ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ରହିଛି । 
ଆଦ୍ରା-ବ୍ୟବସାୟୀମାନେ ଆଜି କାର୍ଯ୍ୟରେ କୌଣସି ପ୍ରକାର ଅବହେଳା କରନ୍ତୁ ନାହିଁ ।  ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ଓ ସମ୍ମାନ ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । 
ପୁନର୍ବସୁ- କୌଣସି ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି । ଗୃହିଣୀମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :