• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Leo

ସିଂହ

Friday 06 Oct 2023

ମଘା- ବ୍ୟବସାୟୀଙ୍କୁ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ । 
ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫୟତ ଦେବାକୁ ପଡିପାରେ । ଅଫିସରେ କାମ  ଗୁଡିକୁ ସୁବିଧାରେ କରିବା କଷ୍ଟକର ହୋଇପଡିବ । 
ଉ- ଫାଲ୍‌ଗୁନୀ- ନେତା ବା ଉଚ୍ଚପଦସ୍ଥ  ଅଧିକାରୀଙ୍କ ସହିତ ରହିବାର  ସୁଯୋଗ  ମିଳିବ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :