• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Virgo

କନ୍ୟା

Friday 06 Oct 2023

ଉ- ଫାଲ୍‌ଗୁନୀ- ପାରିବାରିକ ସ୍ଥିତି ଭଲ ରହିବା ସହ ଅର୍ଥନୈତିକ ପ୍ରଗତି ସାମୁହିକ ଜୀବନ ଯାତ୍ରାକୁ ସୁଖମୟ କରିବ । ଆଶା ଓ ଆଶଙ୍କା ମଧ୍ୟରେ ସମୟ କଟାଇବା ସାଙ୍ଗକୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । 
ହସ୍ତା-ନିଜ ଲୋକମାନେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟର  ପ୍ରତିଶ୍ରୁତି ଦେବେ । କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍ ଭାବେ ବୁଝି ପାରିବେନି । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ । 
ଚିତ୍ରା- ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଘରକାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । 

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :