• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Scorpio

ବିଛା

Friday 06 Oct 2023

ବିଶାଖା- ପରିବାର ପାଇଁ ଅଳଙ୍କାର , ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଅନ୍ୟର ଉପକାର ଚିନ୍ତା କରିବେ କିନ୍ତୁ ନିଜ ପରିବାରେ ଜିଦ୍ କରି କଷ୍ଟ ଭୋଗିବେ । ପ୍ରେମିକ,ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇପାରନ୍ତି । 
ଅନୁରାଧା- ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚାଳିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । 
ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଟଣାଓଟରା ଦେଖାଦେଇପାରେ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । 

ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :