• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Sagittarius

ଧନୁ

Friday 06 Oct 2023

ମୂଳା- ସାମାଜିକ ସ୍ଥିତି ବଜାୟ ରହିବା ସହ ପାରିବାରିକ ପତିଆରା ଅମଳିନ ରହିବ । ଆପଣଙ୍କ କାର୍ଯ୍ୟ ଶୈଳୀରେ ଅର୍ଥପୂର୍ଣ୍ଣ ପରିବର୍ତ୍ତନ ଆଣିପାରିବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । 
ପୂ, ଷାଢା-ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ ସମୃଦ୍ଧି ଲାବ କରିବେ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । 
ଉ,  ଷାଢା- ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ରାଜନୀତିରେ ଲୋକପ୍ରିୟତା ଅର୍ଜନ କରିପାରନ୍ତି । 

ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :