• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2023: ନୂତନ ଚାକିରିର ସୁଯୋଗ ପାଇପାରନ୍ତି, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ, ଶୁକ୍ରବାର ଚନ୍ଦ୍ର –ମିଥୁନ ଅହୋରାତ୍ର  ତିଥି- ୭ ମୀ ପ୍ରାତଃ ୦୬.୩୫ ଗତେ ୮ମୀ  ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର  ଘାତ ବାର- ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ପ୍ରାତଃ ୦୬.୩୫ ପର୍ଯ୍ୟନ୍ତ ରାତ୍ରି ୦୯.୩୨ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Capricorn

ମକର

Friday 06 Oct 2023

ଉ, ଷାଢା-ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଜୀବନସାଥୀଙ୍କ ବିଚାରକୁ ବୁଝିବାକୁ ଚେଷ୍ଟା କରନ୍ତୁ । ପ୍ରତିଟି କାମ ମନ ଦେଇ କଲେ ସଫଳତା ପାଇବେ । 
ଶ୍ରବଣା- ବିଦ୍ୟାର୍ଥୀମାନେ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଆପଣଙ୍କ ଆର୍ଥିକ ସ୍ଥିତି ସୁଦୃଢ ରହିବ ।  ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । 
ଧନିଷ୍ଠା- ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠାକୁ ସହି ନ ପାରି କଟୁ ମନ୍ତବ୍ୟ ଦେବେ । 
ଅନ୍ୟମାନଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା ହେବେ । ଅନ୍ୟ ମାନଙ୍କର ଦୟା ଉପରେ ନିର୍ଭର କରିବାକୁ  ପଡିପାରେ । 

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :