• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Aries

ମେଷ

Sunday 06 Oct 2024

ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଅନୁରାଧା- ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।

ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :