• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Taurus

ବୃଷ

Sunday 06 Oct 2024

କୃତିକା- ଶିଶୁମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୈାଣସି ବ୍ୟକ୍ତିଙ୍କଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ରୋହିଣୀ- ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।

ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :