• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Sagittarius

ଧନୁ

Sunday 06 Oct 2024

ମୂଳା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି।

ପୂ,ଷାଢା- ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ଉ,ଷାଢା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ଶ୍ରୀରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :