• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Gemini

ମିଥୁନ

Sunday 06 Oct 2024

ମୃଗଶିରା- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ଆଦ୍ରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।

ପୁନର୍ବସୁ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :