• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Leo

ସିଂହ

Sunday 06 Oct 2024

ମଘା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ ।

ପୂ,ଫାଲଗୁନି- ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ।

ପ୍ରତିକାର – ସୂର୍ଯ୍ୟଙ୍କୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :