• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Virgo

କନ୍ୟା

Sunday 06 Oct 2024

ଉ- ଫାଲ୍‌ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତ୍ତୋରତ୍ତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି । ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ।

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :