• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Libra

ତୁଳା

Sunday 06 Oct 2024

ଚିତ୍ରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ସ୍ୱାତୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ।

ବିଶାଖା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :