• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Capricorn

ମକର

Sunday 06 Oct 2024

ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ।

ଶ୍ରବଣା- ସରକାରୀସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଧନିଷ୍ଠା- ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :