• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Aquarius

କୁମ୍ଭ

Sunday 06 Oct 2024

ଧନିଷ୍ଠା- ବ୍ୟବସାୟରେ ଉନ୍ନତି କରିବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।

ଶତଭିଷା- ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ।

ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :