• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th October 2024: ଆଜି ଏହି ରାଶିର ବ୍ୟକ୍ତଙ୍କର ଭାଗ୍ୟ ଉଦ୍ୟୟ ହେବ...

ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

Pisces

ମୀନ

Sunday 06 Oct 2024

ପୂ, ଭାଦ୍ରପଦ-ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ରେବତୀ- ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :