• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Taurus

ବୃଷ

Wednesday 06 Sep 2023

କୃତିକା  -  ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।
ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । 
ମୃଗଶିରା – ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ। ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :