• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Pisces

ମୀନ

Wednesday 06 Sep 2023

ପୂ , ଭାଦ୍ରପଦ - ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନଙ୍କ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ ।
ଉ , ଭଦ୍ରପଦ-   ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ
ରେବତୀ – ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ। 

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :