• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Gemini

ମିଥୁନ

Wednesday 06 Sep 2023

ମୃଗଶିରା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।
ଆଦ୍ରା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦେଶରେ ପଢ଼ିବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ମହିଳାମାନେ  ଗପସପରେ ସମୟ ବିତାଇବେ ।
ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :