• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Cancer

କର୍କଟ

Wednesday 06 Sep 2023

ପୁନର୍ବସୁ - ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ  ଯୋଗଦାନ କରିବେ ।  ନିଜର ମନ ଅନୁସାରେ କର୍ମକ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ପୁଷ୍ୟା –  ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । 
ଅଶ୍ଳେଷା -  ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :